Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ରାଉରକେଲାରେ ପୁଣି ଲଜ୍ଜା : ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ

20/10/2021 at 4:30 PM

ରାଉରକେଲା ୨୦।୧୦: ରାଉରକେଲାରେ ପୁଣି ଲଜ୍ଜା । ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତକୁ ଗିରଫ କଲା ଉଦିତ ନଗର ଥାନା ପୋଲିସ ।

ସେପଟେ ରାଉରକେଲା ପ୍ଲାଣ୍ଟ୍ ସାଇଟ୍ ଥାନା ଅଞ୍ଚଳରେ ସୈତାନ ବାପା ନିଜ ଜନ୍ମକଲା ଝିଅକୁ ବି ଛାଡିଲାନାହିଁ । ନାବାଳିକା ଝିଅ ଉପରେ ପକାଇଲା ପାପ ନଜର । ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ।

ଏ ନେଇ ରାଉରକେଲା ପ୍ଲାଣ୍ଟ୍ ସାଇଟ୍ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ଦୁଷ୍କର୍ମକାରୀ ବାପାକୁ ଅଟକ ରଖିଛି ପୋଲିସ । ଏଭଳ ନିନ୍ଦନୀୟ ଘଟଣାକୁ ଗୁରୁତ୍ବର ସହ ନେଇଛି ପ୍ଲାଣ୍ଟ୍ ସାଇଟ୍ ଥାନା । ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ଉଭୟଙ୍କର ଡାକ୍ତରୀ ମାଇନା କରାଯିବ ବୋଲି ସୂଚନା ମିଳିଛି ।

   Related Posts