Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

୧୩ ବର୍ଷର ନାବାଳିକାଙ୍କୁ ଗଣଦୁଷ୍କର୍ମ : ୨ ଜଣ ଦୁଷ୍କର୍ମ କଲାବେଳେ ୪ ଜଣ କରୁଥିଲେ ଭିଡିଓ

23/04/2020 at 3:52 PM

ସୀତାପୁର ୨୩।୪: ଉତ୍ତରପ୍ରଦେଶ ସୀତାପୁର ଜିଲ୍ଲାରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ସୀତାପୁର ଗାଁରେ ୧୩ ବର୍ଷ ନାବାଳିକା ଶୌଚ ପାଇଁ ଘରୁ ବାହାରକୁ ଯାଇଥିବା ବେଳେ ୬ ଜଣ ଲୋକ ତାଙ୍କୁ ଏକ ନିଛାଟିଆ ସ୍ଥାନକୁ ଉଠାଇ ନେଇଥିଲେ । ସେଠାରେ ତାଙ୍କୁ ଗଣଦୁଷ୍କର୍ମ କରିଥିଲେ ।

ଦୁଇ ଜଣ ଅଭିଯୁକ୍ତ ନାବାଳିକାଙ୍କ ସହ ଦୁଷ୍କର୍ମ କରିଥିବାବେଳେ ୪ ଜଣ ଯୁବକ ଠିଆ ହୋଇ ଦୁଷ୍କର୍ମ ବେଳର ଭିଡିଓ ଜାରି ରଖିଥିଲେ । ନାବାଳିକା ବଞ୍ଚାଅ ବଞ୍ଚାଅ ଚିତ୍କାର କରିଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ କଥା ଶୁଣିନଥିଲେ । ଘଟଣା ସଂପର୍କରେ କାହାକୁ କହିଲେ ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ୍ କରିବାକୁ ଧମକ ଦେଇଥିଲେ ।

ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଘଟଣାରେ ପୀଡିତାଙ୍କ ଅଭିଯୋଗ ଆଧାରରେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।

   Related Posts