Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

ନୀଳଗିରି ପାହାଡ଼ ନିକଟରୁ ନାବାଳିକା ଉଦ୍ଧାର

28/06/2018 at 10:39 AM

ବାଲେଶ୍ଵର ଜିଲ୍ଲା ନୀଳଗିରି ଅଂଚଳରେ ଥିବା ରାଜବାଟି ନିକଟ ସ୍ଵର୍ଣଚୁଡ ପାହାଡ଼ ନିକଟ ରୁ ଏକ ଅଜଣା ନାବାଳିକା ଉଦ୍ଧାର କରାଯାଇଛି।ନିକଟସ୍ଥ ଏକ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ନାବାଳିକାକୁ ଦେଖି ପୋଲିସକୁ ଖବର ଦେଇଥିଲେ।ନୀଳଗିରି ପୋଲିସ ଘଟଣାସ୍ଥଳକୁ ଯାଇ ତାକୁ ଉଦ୍ଧାର କରି ଥାନାକୁ ଆଣିବାସହ ଚିକିତ୍ସା ପାଇଁ ପଠାଇ ଛନ୍ତି।ବାଳିକାର ଗୋଡ଼ରେ ବନ୍ଧଥିବା ଚିହ୍ନ ଥିବାବେଳେ ମାନସିକ ଭାରସାମ୍ୟ ହରାଇଥିବା ଅନୁମାନ କରାଯାଉଛି। ପୁର୍ବତନ ବିଧାୟକ ପ୍ରତାପ ସଢଙ୍ଗୀ ପହଂଚି ଘଟଣାର ତଦନ୍ତ ଦବିକରିଥିବାବେଳେ ପୋଲିସ ଅନୁସନ୍ଧାନ ଜାରି ରଖିଛି।

   Related Posts