Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଦିବ୍ୟାଙ୍ଗ ବାପା ସାମ୍ନାରେ ନାବାଳିକା ଝିଅକୁ ଗଣଦୁଷ୍କର୍ମ : ନା ମାନେ ନା

2/07/2018 at 9:08 AM

ଦିବ୍ୟାଙ୍ଗ ବାପା ଆଗରେ ଝିଅକୁ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ | ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ଦାରିଂବାଡ଼ିରୁ | ସୂଚନା ଯୋଗ୍ୟ ଯେ, ୧୦ମ ଶ୍ରେଣୀରେ ପାଠ ପଢୁଥିବା ନାବାଳିକା ଜଣକ ତାର ଦିବ୍ୟାଙ୍ଗ ବାପାଙ୍କ ସହ ଜାତି ପ୍ରମାଣପତ୍ର ପାଇଁ ଦାରିଙ୍ଗବାଡି ଆସି ଗୁରୁବାର ନିଜ ଗ୍ରାମ ପର୍ତମାହାକୁ ସଂଧ୍ୟା ସମୟରେ ଯିବାବଳେ ବାପାଙ୍କ ସମ୍ମୁଖରୁ ୨ ଜଣ ଯୁବକ ନାବାଳିକାକୁ ଟେକିନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଦାରିଙ୍ଗବାଡି ପୋଲିସ ୮୫/୧୮ ରେ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ କରୁଛି। ଦୁଷ୍କର୍ମ କରିଥିବା ୨ ଅଭିଯୁକ୍ତ ମଧ୍ୟ ନାବାଳକ |

   Related Posts