Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||

ଅପହରଣ ପରେ ଉଦ୍ଧାର ହେଲେ ନାବାଳିକା, ଅଭିଯୁକ୍ତ ଫେରାର

28/06/2020 at 9:29 PM

ନୀଳଗିରି, ୨୮|୦୬: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଧିନରେ ଥିବା କୁଳିଗୁଡି ଗ୍ରାମରେ ଜଣେ ନାବାଳିକାଙ୍କୁ ଅପରହଣ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉଦ୍ଧାର କରିବାରେ ସଫଳ ହୋଇଛି ।

ସୂଚନାନୁସାରେ, ଔପଦା ବ୍ଲକ କୁଳିଗଡ଼ି  ଗ୍ରାମର ଜଣେ ୧୬ ବର୍ଷୀୟ ନାବାଳିକାକୁ ସୋର ଥାନା ଅଧିନ ରଙ୍ଗବତୀ ଗ୍ରାମର ସୁଶାନ୍ତ କୁମାର ଦାସ ନାମକ ଯୁବକ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି । ନୀଳଗିରି ପୋଲିସ  ଏନେଇ ୩୭୬ ପୋକସୋ ଆକ୍ଟରେ ୨୧୮ ନମ୍ବର ମାମଲା ଦାୟର କରି ନାବାଳିକାକୁ ଉଦ୍ଧାର କରିଛି। ଖୁବଶୀଘ୍ର ଅଭିଯୁକ୍ତକୁ ଧରାଯିବ ବୋଲି ପୋଲିସ ସୂଚନା ଦେଇଛି।

   Related Posts