Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବାର ଅଭିଯୋଗ

5/12/2019 at 12:23 PM

ମୋହନା ୦୫।୧୨:  ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବାର ଅଭିଯୋଗ ହୋଇଛି । ଘଟଣାଟି ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଚାନ୍ଦିପୁଟ ଆଦିବାସୀ ବାଳିକା ବିଦ୍ୟାପୀଠରେ । ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ଏତଲା ଦେବାପରେ ତଦନ୍ତ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ , ଛାତ୍ରୀଜଣକ ହଷ୍ଟେଲରେ ରହୁଥିବା ବେଳେ ତାଙ୍କ ଗାଁର ଜଣେ ନାବାଳକ ସହ ଗତ ଛଅ ମାସ ହେଲା ତାଙ୍କର ଶାରୀରିକ ସମ୍ପର୍କ ରହିଥିବା ଅଭିଯୋଗ ହୋଇଛି । ପୋଲିସ ଉଭୟ ଛାତ୍ରୀ ଓ ନାବାଳକଙ୍କୁ ଡାକ୍ତରୀ ମାଇନା ପାଇଁ  ପାରଳାଖେମୁଣ୍ଡି ନେଇଥିବା ଜଣାପଡିଛି ।

   Related Posts