Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

7/01/2019 at 3:35 PM

ଭୁବନେଶ୍ବର ୭|୧: ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଚନ୍ଦ୍ରଶେଷକପୁର ଥାନା ଅଞ୍ଚଳରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ଶନିବାର ଦିନ ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଥିବା ନେଇ ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦିଆଯାଇଥିଲା । ନାବାଳିକା ଜଣଙ୍କ ଆତ୍ମହତ୍ୟା ଧମକ ଦେବା ପରେ ପୋଲିସ ମାମଲା ଦାୟର କରିଛି । ପୋଲିସ ସଂପୃକ୍ତ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାକୁ ଚପାଇଦେବାକୁ ଉଦ୍ୟମ କରାଯାଇଥିବା ସଂପୃକ୍ତ ପୀଡିତା କହିଛନ୍ତି ।

   Related Posts