ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

Published By : Prameya-News7 Bureau | January 07, 2019 IST

ଭୁବନେଶ୍ବର ୭|୧: ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଚନ୍ଦ୍ରଶେଷକପୁର ଥାନା ଅଞ୍ଚଳରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ଶନିବାର ଦିନ ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଥିବା ନେଇ ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦିଆଯାଇଥିଲା । ନାବାଳିକା ଜଣଙ୍କ ଆତ୍ମହତ୍ୟା ଧମକ ଦେବା ପରେ ପୋଲିସ ମାମଲା ଦାୟର କରିଛି । ପୋଲିସ ସଂପୃକ୍ତ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣାକୁ ଚପାଇଦେବାକୁ ଉଦ୍ୟମ କରାଯାଇଥିବା ସଂପୃକ୍ତ ପୀଡିତା କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.