Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ନାବାଳିକାକୁ ଦୁଷ୍କର୍ମ : ଅଭିଯୁକ୍ତକୁ ନିସ୍ତୁକ ପିଟିଲେ ଗ୍ରାମବାସୀ, ଉଦ୍ଧାର କଲା ପୋଲିସ

18/04/2019 at 4:09 PM

ନୟାଗଡ ୧୮|୪:  ନୟାଗଡ ଜିଲ୍ଲା ଫତେଗଡ ଥାନା ମଙ୍ଗଳପୁର ଗାଁରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ଧରି ନିସ୍ତୁକ ପିଟିଛନ୍ତି ଗ୍ରାମବାସୀ । ଅଭିଯୁକ୍ତକୁ ଉଦ୍ଧାର କରିବାକୁ ଆସି ପୋଲିସ ମଧ୍ୟ ଆକ୍ରମଣର ଶୀକାର ହୋଇଛି ।

ସୂଚନା ଅନୁସାରେ ମଙ୍ଗଳପୁର ଗାଁର ଜଣେ ନାବାଳିକାକୁ ବାହାଡା ଛକରେ ଛାଡିଦେବାକୁ କହି ସେହି ଗାଁର ଜିତୁ ମହାରଣା ବାଇକ୍ ରେ ନେଇ ଯାଇଥିଲେ । ତେବେ ଜିତୁ ନାବାଳିକାକୁ ଜବରଦସ୍ତ ଖଣ୍ଡପଡା ସାନଶଙ୍ଖ ନିକଟରେ ଥିବା ପାଣିଟାଙ୍କି ନିକଟକୁ ନେଇ ଦୁଷ୍କର୍ମ କରିଥିବା ନାବାଳିକା ଜଣକ ଘରକୁ ଫେରି ପ୍ରକାଶ କରିଥିଲେ । ଫଳରେ ପରିବାରଲୋକ ଏବଂ ଗ୍ରାମବାସୀ ମିଶି ଜିତୁକୁ ନିସ୍ତୁକ ପିଟିଥିଲେ ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ପୋଲିସ ମଧ୍ୟ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶୀକାର ହୋଇଛି । ବୁଝାସୁଝା ପରେ ପୋଲିସ ଜିତୁକୁ ଉଦ୍ଧାର କରି ଥାନାକୁ ନେଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts