Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୮୦୫ ପଜିଟିଭ୍
  • ||
  • ଧୋକା ଦେବନି ମୌସୁମୀ, ମେ ୩୧ରେ ଛୁଇଁବ କେରଳ, ଜୁନ ୧୨ ସୁଦ୍ଧା ଓଡିଶା
  • ||
  • ବାଲେଶ୍ୱରରେ ମର୍ମନ୍ତୁଦ ଦର୍ଘଟଣା : ପୋଲ ତଳକୁ ଖସିଲା କାର୍,୩ ମୃତ
  • ||
  • ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ଟିକାକରଣ ବନ୍ଦ
  • ||

ପୁଣି ନାବାଳିକାକୁ ସମ୍ପର୍କୀୟ ଭାଇଙ୍କ ଦୁଷ୍କର୍ମ ଅଭିଯୋଗ

14/06/2018 at 5:56 AM

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରୁ ଆସିଛି ଅଭିଯୋଗ | ୧୪ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ପରେ ଅନ୍ତଃସତ୍ଵା ହୋଇଥିବା ଅଭିଯୋଗ ହେଇଛି | ନାବାଳିକାଙ୍କ ଦାଦା ଓ ବଡ ବାପାଙ୍କ ପୁଅ ଦୁଷ୍କର୍ମ କରିଥିବା ଅଭିଯୋଗ ଆସିଛି | ଏନେଇ ପୀଡିତାଙ୍କ ପରିବାର ଲୋକ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରିଛନ୍ତି |

   Related Posts