Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା !

14/06/2018 at 5:49 AM

ମାଲକାନଗିରି ଜିଲ୍ଲା କାଲିମେଳା ଭେଜାଙ୍ଗିବାଡି ଗାଁ ନିକଟରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି | ମୃତ ନାବାଳିକା ସେହି ଗାଁର | ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି | ମୁଣ୍ଡକୁ କେହି ପଥରରେ ଛେଚି ହତ୍ୟା କରିବା ପରେ ସେଠାରେ ଆଣି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି | ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ ସୁଦ୍ଧା ଏବେ ଯାଏଁ ପୋଲିସ ପହଂଚିନି ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି |

   Related Posts