ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ନାବାଳିକାକୁ ଦୁଷ୍କର୍ମ : ନା ମାନେ ନା

13/08/2018 at 11:23 AM

ଗଜପତି ୧୩/୮ : ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ । ଅଭିଯୋଗ ଆସିଛି ଗଜପତି ଜିଲ୍ଲାରୁ | ଗଜପତି ମୋହନା ବ୍ଲକ ଅଡବା ଥାନା ଡେକାପଙ୍କା ଗାଁର ଘଟଣା । ସେହି ଗାଁର ଯୁବକ ଏନ୍ତେରିୟ ପରିଚ୍ଛା ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯେ।ଗ ହେ।ଇଛି । ନାବାଳିକା ଜଣକ ଗତକାଲି ପାଣିଗଣ୍ଠା ହାଟରୁ ଗାଁକୁ ଫେରୁଥିବାବେଳେ ସଂପୃକ୍ତ ଯୁବକ ଦୁଷ୍କର୍ମ କରିଥିବା ଅଭିଯେ।ଗ ହେ।ଇଛି । ଏନେଇ ଥାନାରେ ଅଭିଯେ।ଗ କରିଛନ୍ତି ପରିବାର ଲେ।କେ । ଘଟଣାର ତଦନ୍ତ ଆରମ୍ଭ କରିଛି ପେ।ଲିସ ।ତେବେ ସୂଚନାଯୋଗ୍ୟ ଅଭିଯୁକ୍ତ ଜଣକ ପୀଡିତା ନାବାଳିକାଙ୍କ ସମ୍ପର୍କୀୟ ମାମୁଁ ବୋଲି ଜଣାପଡିଛି |

   Related Posts