Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

କିରୋସିନି ଢାଳି ସ୍ତ୍ରୀକୁ ହତ୍ୟା ଅଭିଯୋଗ, ନାବାଳକ ସ୍ବାମୀ ଅଟକ

26/04/2021 at 4:30 PM

ରାଇରଙ୍ଗପୁର ୨୬।୪: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ରାଣୀପାଳ ଗ୍ରାମରେ ବଧୂ ହତ୍ୟା ଅଭିଯୋଗ । ପରିବାର ଲୋକେ ପାରିବାରିକ କଳହକୁ ନେଇ କିରୋସିନି ଢାଳି ହତ୍ୟା କରିଥିବା ଅଭିଯୋଗ ଆଣିବା ପରେ ଟାଉନ ଥାନା ପୋଲିସ ସ୍ବାମୀକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ।

ସୂଚନାଯୋଗ୍ୟ ଯେ, ରବିବାର ରାତିରେ ନିଆଁରେ ପୋଡି ହୋଇଥିବା ରାଣିପାଳ ଗ୍ରାମର ଅନୀତା ମୁର୍ମୁଙ୍କୁ ଗ୍ରାମବାସୀ ଦେଖି ପୋଲିସ ଓ ଝିଅର ପରିବାର ଲୋକଙ୍କୁ ଖବର ଦେଇଥିଲେ । ତେବେ ଝିଅର ପରିବାର ଲୋକେ ପହଞ୍ଚିବା ବେଳକୁ ଝିଅର ମୃତ୍ୟୁ ହୋଇସାରିଥିଲା । ମୃତ ଝିଅର ବାପା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ସ୍ବାମୀ ସାଉନା ମୁର୍ମୁଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ତେବେ ଗତ ବର୍ଷ ଲକଡାଉନ୍ ସମୟରେ ରାଣୀପାଳ ଗ୍ରାମର ନାବାଳକ ସାଉନା ମୁର୍ମୁ ଅସନା ଗ୍ରାମର ନାବାଳିକାଙ୍କୁ ପ୍ରେମ ବିବାହ କରିଥିଲେ । ସେହି ନାବାଳିକାଙ୍କୁ କିରୋସିନି ଢାଳି ହତ୍ୟା କରିଥିବା ଅଭିଯୋଗ ହୋଇଛି ।

   Related Posts