୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
11/09/2018 at 11:36 PM

ଭୁବନେଶ୍ୱର ୧୧/୦୯: ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଗୁରୁତର ନାବାଳିକାକୁ ଏସ୍ସିବି ମେଡିକାଲ ଭର୍ତ୍ତି କରାଯାଇଛି । ତାଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।