Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଂକ୍ରମଣ ବୃଦ୍ଧି ଯୋଗୁଁ ପୁଣି ସ୍ଥଗିତ ରହିଲା ଏସିଆ କପ୍ କ୍ରିକେଟ‌, ୨୦୨୨ରେ ଖେଳାଯିବ ଟୁର୍ଣ୍ଣାମେଣ୍ଟ
  • ||
  • ଗୋପ ଷ୍ଟେଟ୍ ବ୍ୟାଙ୍କ ସିଲ୍ : ମ୍ୟାନେଜର କରୋନା ସଂକ୍ରମିତ, ଗ୍ରାହକଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର : ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ କଟକଣା ଲଗାଇଲା ବିଏମ୍‌ସି
  • ||
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପୁଣି ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

1/05/2018 at 6:19 AM

କେନ୍ଦ୍ରାପଡା ବୀରଭଦ୍ରପୁର ଗାଁ ନିକଟରେ ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଦୁଷ୍କର୍ମ ଅଭିଯୋଗ
ଵାଲା ପୂର୍ବକ ନାବାଳିକାଙ୍କୁ ଉଠାଇ ନେଇ ମୁହଁରେ କପଡା ବାନ୍ଧି ନାବାଳିକାକୁ ଦୁଷ୍କର୍ମ କରାଯାଇଛି
ପୀଡିତାଙ୍କ ବାପାଙ୍କ ଅଭିଯୋଗ ଭିତ୍ତିରେ ଅଭିଯୁକ୍ତ ଆକାଶ ଜେନାକୁ ଅଟକ ରଖିଛି ପୋଲିସ
ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖାଯାଇଛି
ଅଭିଯୁକ୍ତ ଆକାଶ ଜେନା ପୀଡିତାଙ୍କ ସମ୍ପର୍କୀୟ ଭିଣେଇ

Leave a Reply

   Related Posts