Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବାଲେଶ୍ବର ସଦର ଥାନା ବର୍ଦ୍ଧନ ପୁର ଗାଁରେ ନାବାଳକର ସନ୍ଦେହଜନକ ମୃତ୍ୟୁ

29/07/2018 at 11:26 AM

ବାଲେଶ୍ବର ସଦର ଥାନା ବର୍ଦ୍ଧନ ପୁର ଗାଁରେ ନାବାଳକର ସନ୍ଦେହଜନକ ମୃତ୍ୟୁ । ପାଇଖାନାରୁ ମିଳିଲା ଝୁଲନ୍ତା ମୃତଦେହ । ମୃତକ ହେଲେ ମଙ୍ଗଳ ମଲିକଙ୍କ ପୁଅ ଡମ୍ବରୁ ମଲିକ । ମୃତ ନାବାଳକର ମଳଦ୍ଵାରରୁ ରକ୍ତସ୍ରାବ ହେଉଥିବା ଜଣାପଡିଛି ତେଣୁ ନାବାଳକ ସହିତ ଅପ୍ରାକୃତିକ ଯୌନକ୍ରିୟା କରାଯାଇ ହତ୍ଯା କରାଯାଇଥିବା ସନ୍ଦେହ କରାଯାଉଛି । ଗତକାଲି ଅପରାହ୍ନରୁ ଡମ୍ବରୁ ନିଖୋଜ ଥିଲା । ଆଜି ପାଇଖନାରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ତେଣୁ ନାବାଳକକୁ ହତ୍ୟା କରି କେହି ପାଇଖାନରେ ଟାଙ୍ଗି ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି

   Related Posts