Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ସେବାଶ୍ରମରେ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ

16/11/2019 at 4:37 PM

ଯୋଡ଼ା : ଯୋଡାରେ ଥିବା ଏକ ସେବାଶ୍ରମରେ ଛାତ୍ରୀମାନଙ୍କୁ ଏହାର ପ୍ରଧାନଶିକ୍ଷକ ଅସଦାଚରଣ କରୁଥିବା ଅଭିଯୋଗ ହୋଇଛି । ୧୦ରୁ ଅଧିକ ଛାତ୍ରୀ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି ।

ବାମେବାରୀ ଥାନାରେ ଏ ନେଇ ଅଭିଯୋଗ ହୋଇଛି । ଏହାପରେ ପୁଲିସ ସମ୍ପୃକ୍ତ ସେବାଶ୍ରମ ପ୍ରଧାନଶିକ୍ଷକଙ୍କୁ ଅଟକ ରଖି ତଦନ୍ତ ଚଳାଇଛି । ବାରମ୍ବାର ଛାତ୍ରୀମାନଙ୍କର ଶୋଷଣ କରାଯାଉଥିବା ଥାନାରେ ଅଭିଯୋଗ ହୋଇଛି ।

   Related Posts