Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ ; ବୋମାମାଡ କରି ଦୁର୍ବୃତ୍ତ ଫେରାର

5/02/2019 at 8:54 AM

ଚାନ୍ଦବାଲି ୫|୧: ଏଟିଏମ ଲୁଟ୍ ଉଦ୍ୟମ ପଣ୍ଡ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ମାତୋ ବଜାରର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ୮ଟି ବୋମା ମାଡ କରି ଏଟିଏମ ଲୁଟ୍ ଉଦ୍ୟମ କରିଥିଲେ। ହେଲେ ବୋମାମାଡ ଯୋଗୁଁ ସ୍ଥାନୀୟ ଲୋକେ ଘେରିଯିବାରୁ ଲୁଟେରାମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଫଳରେ ଏଟିଏମ୍ ରୁ ଲୁଟ୍ କରିପାରିନଥିଲେ ଲୁଟେରା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts