Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

ଏସ୍‌ବିଆଇ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ କଲେ ଦୁର୍ବୃତ୍ତ

10/03/2019 at 2:27 PM

ତାଳଚେର ୧୦|୩ : ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ କଲେ ଦୁର୍ବୃତ୍ତ । ଅନୁଗୁଳ ଜିଲ୍ଲା ତାଳଚେର ସମଲ ଠାରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମରୁ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଏଟିଏମ୍ ମେସିନ୍ ଭାଙ୍ଗିବା ସହ ସିସିଟିଭି ମଧ୍ୟ ଭାଙ୍ଗି ଦେଇଛନ୍ତି । ତେବେ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ସମଲ ପୋଲିସ ପହଞ୍ଚି ଛାନଭିନ କରିଛି ।

   Related Posts