Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ତାଲା ଭାଙ୍ଗି ମନ୍ଦିରରୁ ଚୋରି, ତମ୍ବା ନାଗ ମୂର୍ତ୍ତି ନେଇଗଲେ ଦୁର୍ବୃତ୍ତ

30/11/2021 at 11:43 AM

ବିନିକା ୩୦୧୧: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ରାମପୁରରୁ ଶିବ ମନ୍ଦିରରୁ ଚୋରି । ସୋମବାର ବିଳମ୍ବିତ ରାତିରେ ମନ୍ଦିରରେ ପଶି ଚୋରି କରିଛନ୍ତି ଦୁର୍ବୃତ୍ତ । ମନ୍ଦିରର ତାଲା ଭାଙ୍ଗି ତମ୍ବା ନାଗ ମୂର୍ତ୍ତିକୁ କାଟିବା ସହ ଘଣ୍ଟି, ଘଣ୍ଟ ଓ ଅନେକ ସାମଗ୍ରୀ ଚୋରି କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଏନେଇ ରାମପୁର ଥାନାରେ ଅଭିଯୋଗ ପରେ ଘଟଣାସ୍ଥଳରେ ରାମପୁର ପୋଲିସ ପହଞ୍ଚି ଖୋଳତାଡ ଆରମ୍ଭ କରିଛି ।

ଗତ କିଛି ଦିନ ହେଲା ବିନିକା ଥାନା ଖଇରମାଳ ଗାଁ ମନ୍ଦିରରୁ ମଧ୍ୟ ଚୋରୀ ହୋଇଥିବା ବେଳେ ୫ ଦିନ ହେଲା ଘାଟି ଜାମପାଲିରେ ଥିବା ଘଣ୍ଟେଶ୍ବରୀ ମନ୍ଦିରରୁ ମଧ୍ୟ ଚୋରି ହୋଇଥିଲା । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଚୋରମାନଙ୍କ ଟେର ପାଉନି ପୋଲିସ ।

   Related Posts