Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଝରକା ଭାଙ୍ଗି ଲୁଟିନେଲେ ୧୫ଲକ୍ଷ ଟଙ୍କାର ସୁନା ଅଳଙ୍କାର, ପୋଲିସର ତଦନ୍ତ ଆରମ୍ଭ

19/06/2021 at 12:51 PM

ଆଠଗଡ ୧୯।୬: ଲକଡାଉନ୍ ଓ ସଟଡାଉନ୍ ର ସୁଯୋଗ ନେଇ କଟକ ଜିଲ୍ଲା ଆଠଗଡ ଓ ଖୁଣ୍ଟୁଣୀ ଅଞ୍ଚଳରେ ଦିନକୁ ଦିନ ଚୋରଙ୍କର ଉପଦ୍ରବ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛି । ଶୁକ୍ରବାର ବିଳମ୍ବିତ ରାତିରେ ଖୁଣ୍ଟୁଣୀ ଅନ୍ତର୍ଗତ କଲେଜ ସାହିର ପୁଷ୍ପାଞ୍ଜଳୀ ଦାଶଙ୍କ ଘର ଝରକା ଭାଙ୍ଗି ଲୁଟି ନେଇଛନ୍ତି ପାଖାପାଖି ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର । ଏନେଇ ଖୁଣ୍ଟୁଣୀ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts