Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ଦୁଇ ଭାଇଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କା ଲୁଟ୍

17/02/2019 at 12:59 PM

କରଞ୍ଜିଆ ୧୭|୨:  ଭୁଜାଲିରେ ହାଣି ଲକ୍ଷାଧିକ ଲୁଟ୍ ହୋଇଛି । କରଞ୍ଜିଆ ଥାନା ତାଟ ଛକ ନିକଟରୁ ୨ ଭାଇଙ୍କୁ ଭୁଜାଲିରେ ଆକ୍ରମଣ କରି ଅଢେଇ ଲକ୍ଷ ଟଙ୍କା ଲୁଟିନେଇଛନ୍ତି ଲୁଟେରା । ସୁକୁମାର ଭୋଳ ଓ ତାଙ୍କ ସାନ ଭାଇ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଆକ୍ରମଣ କରିଥିଲେ ଲୁଟେରା । ଆକ୍ରମଣରେ ଗୁରୁତର ସୁକୁମାରଙ୍କୁ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୋଗ ଆଧାରରେ ପୋଲିସ ଘଟଣାର ଛାନଭିନ କରୁଛି ।

   Related Posts