Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଜିଆରପି କନେଷ୍ଟବଳଙ୍କୁ ଭୁଜାଲିରେ ଆକ୍ରମଣ : ଜଣକୁ କାବୁକଲେ ଲୋକ, ଜଣେ ଫେରାର

23/10/2019 at 1:10 PM

ସମ୍ବଲପୁର ୨୩।୧୦: ସମ୍ବଲପୁର ଜିଲ୍ଲା ବାମରା ରେଳଷ୍ଟେସନରେ ଆଜି ଜଣେ ଜିଆରପି କନେଷ୍ଟବଳ ପର୍ଶୁରାମ ବିଭାରଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି । ଆଜି ସକାଳ ପ୍ରାୟ ୭ଟା ୩୦ମିନିଟ୍ ସମୟରେ ରାଜ୍ୟରାଣୀ ଏକ୍ସପ୍ରେସ ଟ୍ରେନ୍ ବାମରା ଆସିଥିବା ବେଳେ ସେଥିରେ ଆସିଥିବା ୨ ଜଣ ସନ୍ଦିଗ୍ଧ ଯୁବକ ଓହ୍ଲାଇ କାଉଣ୍ଟର ପାଖକୁ ଯାଇଥିଲେ ଏବଂ ସେଠାରେ ଡ୍ୟୁଟି କରୁଥିବା ଜିଆରଏସ କନେଷ୍ଟବଳ ପର୍ଶୁରାମଙ୍କୁ ଆକ୍ରମଣ କରିଥିଲେ ।

ଆକ୍ରମଣ କରି ଫେରାର ଉଦ୍ୟମ କରୁଥିବା ବେଳେ ସେମାନଙ୍କୁ ଧରିବାକୁ ଉଦ୍ୟମ କରୁଥିବା ବେଳେ ଜଣଙ୍କୁ ଧରିବାରେ ସକ୍ଷମ ହୋଇଥିଲେ । ତେବେ ଅନ୍ୟ ଜଣେ ଫେରାର ହୋଇଯାଇଛନ୍ତି । ଯୁବକ ଜଣଙ୍କ ବ୍ରହ୍ମପୁର ଅଞ୍ଚଳର ନାରାୟଣ ଡାକୁଆ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଜିଆରପି ତଦନ୍ତ ଆରମ୍ଭ କରିଛି । ଏମାନେ ଗଞ୍ଜେଇ ବ୍ୟବସାୟୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

   Related Posts