Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣିଲେ ଦୁର୍ବୃତ୍ତ : କାରଣ ଅସ୍ପଷ୍ଟ

25/11/2019 at 9:54 AM

କେନ୍ଦୁଝର ୨୫/୧୧: ସୋସ ଥାନା ଦଲକି ଗାଁରେ ଘରେ ଶୋଇଥିବାବେଳେ କେହି ଦୁର୍ବୃତ୍ତ ଘରେ ପଶି ଗାଁ ର କେଦାର ହୋଙ୍କୁ ହାଣିଦେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବାବେଳେ ପରିବାର ଲୋକେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଛି।

 ଆକ୍ରମଣର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ପୂର୍ବରୁ ଏକ  ବିବାଦକୁ କେନ୍ଦ୍ରକରି ଏଭଳି ଆକ୍ରମଣ ଘଟିଥାଇପାରେ ବୋଲି ପରିବାର ଲୋକେ ଅନୁମାନ କରିଛନ୍ତି। ଏହି ଘଟଣାରେ ବର୍ତମାନ ସୁଦ୍ଧା ପୋଲିସ ନିକଟରେ କୌଣସି ଅଭିଯୋଗ ହୋଇନାହିଁ ।

   Related Posts