Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ଏଟିଏମ୍ ଭାଙ୍ଗିଥିଲେ ମଧ୍ୟ ଟଙ୍କା ନେଇ ପାରିଲେନି ଦୁର୍ବୃତ୍ତ

16/11/2020 at 10:05 AM

ଜୟପୁର ୧୬।୧୧: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ । କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ଥିବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି ।

ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍ ଲୁଟ୍ ଉଦ୍ୟମ କରିଥିଲେ । ଏଟିଏମ୍‌ ଭଙ୍ଗାରୁଜା କରିଥିଲେ ମଧ୍ୟ ଟଙ୍କା ନେଇ ପାରିନଥିଲେ । ସୋମବାର ସକାଳୁ ଏଟିଏମ୍‌ ଭଙ୍ଗା ହୋଇଥିବା ଦେଖିବାକୁ ମିଳିଥିଲା । ପୋଲିସ ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଛି।

   Related Posts