Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଲୁଟ୍ ପାଇଁ ଏଟିଏମ୍ ଭଙ୍ଗାରୁଜା କଲେ ଦୁର୍ବୃତ୍ତ

6/12/2018 at 1:25 PM

ଭଦ୍ରକ ୦୬|୧୨: ଲୁଟ ପାଇଁ ଏଟିଏମ୍ ଭଙ୍ଗାରୁଜା କଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ବଜାର ନିକଟରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟଙ୍କା ଚୋରି ହୋଇଛି କି ନାହିଁ ସେନେଇ ଏବେ ଯାଏଁ ସ୍ପଷ୍ଟ ହୋଇ ନାହିଁ । ବ୍ୟାଙ୍କ ଅଧିକାରୀ ପହଞ୍ଚିବା ପରେ କେତେ ଟଙ୍କା ଚୋରୀ ହୋଇଛି ତାହା ସ୍ପଷ୍ଟ ହେବ ।

   Related Posts