Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||

ଭଦ୍ରକରେ ମାତିଛନ୍ତି ଲୁଟେରା ; ଏସ୍‌ବିଆଇ ଏଟିଏମ୍ ଲୁଟ୍ ଉଦ୍ୟମ ସହ ପାନ୍ କାର୍ଡ ଅଫିସ୍‌ରୁ ଚୋରୀ

20/12/2018 at 3:28 PM

ଭଦ୍ରକ ୨୦|୧୨:  ଭଦ୍ରକରେ ପୁଣି ମାତିଛନ୍ତି ଲୁଟେରା । ଏସପିଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍ ଲୁଟ୍ ଉଦ୍ୟମ ପରେ ନିକଟରେ ଥିବା ପାନ୍ କାର୍ଡ ଅଫିସ୍‌ର ତାଲା ଭାଙ୍ଗି ତିନି ହଜାର ଟଙ୍କା ଲୁଟ୍ କରିନେଇଛନ୍ତି ଲୁଟେରା । ଟଙ୍କା ଲୁଟ୍ କରିବା ପରେ ଜୋତା ଓ ଲୁଗା ଭର୍ତ୍ତି ବ୍ୟାଗ୍ ଛାଡି ଲୁଟେରା ଚମ୍ପଟ୍ ମାରିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts