Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ, ଦୁର୍ବୃତ୍ତ ଫେରାର

17/04/2019 at 8:01 AM

ପାଟଣା ୧୭|୪: ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ନିକଟରେ ଏଟିଏମରୁ ଲୁଟ୍ ହୋଇଛି । ଏନଏଚ-୪୯ କଡରେ ଥିବା ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆରୁ ଲୁଟ୍ ଉଦ୍ୟମ କରିଛନ୍ତି ଲୁଟେରା । ବିଳମ୍ବିତ ରାତିରେ ଏଟିଏମ୍ ମେସିନ୍ ଭାଙ୍ଗି ଲୁଟ୍ ଉଦ୍ୟମ ହୋଇଛି । ଉଦ୍ୟମ ବିଫଳ ହେବା ପରେ ଘଟଣାସ୍ଥଳରୁ ଫେରାର ହୋଇଗଲେ ଦୁର୍ବୃତ୍ତ ।

   Related Posts