ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମ୍‌ରୁ ଲୁଟ୍ ଉଦ୍ୟମ କଲେ ଦୁର୍ବୃତ୍ତ

Published By : Prameya-News7 Bureau | July 13, 2019 IST

ଆନନ୍ଦପୁର ୧୩|୭: କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଶାଳପଡା ବାଇପାସ୍ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଲୁଟ୍ ଉଦ୍ୟମ ହୋଇଛି । କେହି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ହୋଇଥିବା  ଜଣାପଡିଛି । ତେବେ ଏଟିଏମ୍ ରୁ ଟଙ୍କା କାଢିବାରେ ଦୁର୍ବୃତ୍ତମାନେ ବିଫଳ ହୋଇଥିବା ଜଣାପଡିଛି । ବ୍ୟାଙ୍କ୍ କର୍ତ୍ତୃପକ୍ଷଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.