Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମ୍‌ରୁ ଲୁଟ୍ ଉଦ୍ୟମ କଲେ ଦୁର୍ବୃତ୍ତ

13/07/2019 at 2:53 PM

ଆନନ୍ଦପୁର ୧୩|୭: କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଶାଳପଡା ବାଇପାସ୍ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଲୁଟ୍ ଉଦ୍ୟମ ହୋଇଛି । କେହି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ହୋଇଥିବା  ଜଣାପଡିଛି । ତେବେ ଏଟିଏମ୍ ରୁ ଟଙ୍କା କାଢିବାରେ ଦୁର୍ବୃତ୍ତମାନେ ବିଫଳ ହୋଇଥିବା ଜଣାପଡିଛି । ବ୍ୟାଙ୍କ୍ କର୍ତ୍ତୃପକ୍ଷଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts