Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର

28/01/2021 at 11:21 AM

ଜଗତସିଂହପୁର ୨୮।୧: ଜଗତସିଂହପୁରରେ ବ୍ୟାଙ୍କ୍ ଲୁଟ୍ ଉଦ୍ୟମ । ଜଗତସିଂହପୁର ଜିଲ୍ଲା ଡିହସାହି ସ୍ଥିତ ଓଡିଶା ଗ୍ରାମ୍ୟବ୍ୟାଙ୍କ ଶାଖାରୁ ଡକାୟତି ଉଦ୍ୟମ କରିଛନ୍ତି ଡକାୟତ । ଘଟଣାସ୍ଥଳରେ ଛାନଭିନ୍ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ବୁଧବାର ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା ଡିହସାହି ସ୍ଥିତ ଓଡିଶା ଗ୍ରାମ୍ୟବ୍ୟାଙ୍କ ଶାଖାରୁ ଡକାୟତି ଉଦ୍ୟମ ହୋଇଛି । ଡକାୟତମାନେ ସଟର ତାଲା କାଟି ବ୍ୟାଙ୍କ ଭିତରେ ପଶିବା ସହ ଏକାଧିକ ଆଲମିରା ଓ ସିସିଟିଭି କ୍ୟାମେରା ଭଙ୍ଗାରୁଜା କରିଛନ୍ତି ।

ଗ୍ୟାସ୍ କଟରରେ ଆଲମିରା କାଟିବା ସମୟରେ ସେଥିରୁ ନିଆଁ ଲାଗି ଆଲମିରା ଭିତରେ ଥିବା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କୌଣସି କ୍ୟାସ୍ ଚୋରି ହୋଇନଥିବାର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି ।

   Related Posts