Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍ ଉଦ୍ୟମ କଲେ ଦୁର୍ବୃତ୍ତ

26/10/2019 at 8:17 AM

ଭଣ୍ଡାରିପୋଖରୀ ୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଏଟିଏମରୁ  ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ହୋଇଛି । ଏଟିଏମ ମେସିନର ସମ୍ମୁଖ ଭାଗଟି ଭାଙ୍ଗିବା ସହ ସିସିଟିଭି  ଓ ଲାଇଟ୍  ମଧ୍ୟ ଦୁର୍ବୃତ୍ତମାନେ ଭାଙ୍ଗିଦେଇଛନ୍ତି  ।

ଘଟଣାସ୍ଥଳରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ୟାଙ୍କର ଅଧିକାରୀ ଆସିବା ପରେ ଦୁର୍ବୃତ୍ତମାନେ କେତେ ଟଙ୍କା ଲୁଟ୍ କରିଛନ୍ତି କି ଲୁଟରେ ସକ୍ଷମ ହୋଇଛନ୍ତି କି ନାହିଁ ତାହା ସ୍ପଷ୍ଟ ହେବ ।

   Related Posts