Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ବାଲିଗାଁ ଷ୍ଟେଟ୍ ବ୍ୟାଙ୍କ୍ ଏଟିଏମରୁ ଲୁଟ୍ ଉଦ୍ୟମ ପଣ୍ଡ

27/12/2018 at 3:28 PM

ଚାନ୍ଦବାଲି ୨୭|୧୨:  ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ବାଲିଗାଁ ଷ୍ଟେଟ୍ ବ୍ୟାଙ୍କ୍ ଏଟିଏମରୁ ଲୁଟ୍ ଉଦ୍ୟମ ପଣ୍ଡ । ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଏଟିଏମ୍ ମେସିନକୁ ଭାଙ୍ଗି ଦେଇଛନ୍ତି ଲୁଟେରା । ଏଟିଏମ୍ ଭାଙ୍ଗୁଥିବା ବେଳେ ଶବ୍ଦ ଶୁଣି ସ୍ଥାନୀୟଲୋକେ ଉଠିପଡ଼ିବାରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏଟିଏମ୍ ସଟରକୁ ସିଲ୍ କରିବା ସହ ବ୍ୟାଙ୍କ୍ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ ।

   Related Posts