IND vs SA T 20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ପଡ଼ିଆକୁ ଓହ୍ଲାଇଲା ଦ. ଆଫ୍ରିକା

NEWS7
miscreants-attempt-to-loot-from-sbi-atm-in-khurda-baghamari

ନ୍ୟୁଚଣ୍ଡିଗଡ଼: ଏଠାରେ ମୁଲ୍ଲାନପୁର ଷ୍ଟାଡିୟମରେ ଖେଳା ଯାଉଛି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ଵିତୀୟ ଟି-୨୦। ପ୍ରଥମ ଟି-୨୦କୁ ଜିତି ୧-୦ରେ ଅଗ୍ରଣୀ ହାସଲ କରିଛି ଭାରତ। ଦ୍ଵିତୀୟ ଟି-୨୦ ଜିତି ପ୍ରତ୍ୟାବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିଛି ଭ୍ରମଣକାରୀ ଦଳ। ଏହି ମୁକାବିଲାରେ ଟସ୍ ଜିତି ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରିବ। ଭାରତର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ ଘଟିନି। ଭ୍ରମଣକାରୀ ଦଳରେ ତିନୋଟି ପରିବର୍ତ୍ତନ ଘଟିଛି।

ଭାରତ

ଅଭିଷେକ ଶର୍ମା, ଶୁଭମନ ଗିଲ୍, ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଜିତେଶ ଶର୍ମା(ଓ୍ଵିକେଟ୍ କିପର), ଅକ୍ଷର ପଟେଲ୍, ଯଶପ୍ରୀତ ବୁମରା, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂ।