Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ

8/12/2019 at 5:09 PM

ଅନୁଗୁଳ ୮/୧୨: ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡି ପୋଡିଦେଇଛନ୍ତି ଦୁର୍ବୃତ୍ତମାନେ । ଭରତପୁର କ୍ୟାମ୍ପସ୍ଥିତ ଅଫିସରେ ୨ଟି ଗାଡି ପୋଡିଦେଲେ ଦୁର୍ବୃତ୍ତ । 

ବିଳମ୍ବିତ ରାତିରେ ଗୋଟିଏ ଫରଚୁନର, ଗୋଟିଏ ବୁଲେଟ ପୋଡି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ତେବେ କିଏ ଓ କାହିଁକି ଗାଡି ପୋଡିଲା ତାହା ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts