Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ପୂର୍ବ ଶତ୍ରୁତାରୁ ଧାନ କଟା ମେସିନ୍ ଜାଳିଦେଲେ ଦୁର୍ବୃତ୍ତ, ଥାନାରେ ଏତଲା

10/03/2020 at 2:13 PM

କୋଣାର୍କ ୧୦।୩: ଧାନ କଟା ମେସିନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ଗୀରିମା ଗ୍ରାମ ମୋହନ ରାଉତଙ୍କ ଧାନକଟା ମେସିନ ଘରର କିଛି ଦୂର ରାସ୍ତା କଡରେ ରହିଥିଲା । ଆଜି ସକାଳୁ କିଛି ଦୁର୍ବୃତ ମେସିନରେ ନିଆଁ ଲଗାଇ ପଳାଇ ଯାଇଥିଲେ । ଗ୍ରାମରେ ହୋଲି ଖେଳ ହେଉଥିବା ବେଳେ କିଛି ଲୋକ ମେସିନ ଜଳୁଥିବାର ଦେଖି ପାଣି ପକାଇ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ । ମାତ୍ର ମେସିନଟି ସମ୍ପୂର୍ଣ୍ଣଭାବେ ଜଳିଯାଇଥିଲା ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ଏପରି କାଣ୍ଡ ଘଟାଇଥିବା ମେସିନ ମାଲିକ କହିଛନ୍ତି । ଗ୍ରାମର ୩ଜଣଙ୍କ ନାମରେ ଗୋପ ଥାନାରେ ଏତଲା ଦିଆଯାଇଛି । ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି । ଘଟଣାସ୍ଥଳରେ ଗୋପ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରଛି ।

   Related Posts