Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଗାଡ଼ି ଲୁଟ୍ କରିବାରେ ବିଫଳ ହେବାରୁ ଯୁବତୀଙ୍କ ମୁଣ୍ଡକୁ ଗୁଳି କଲେ ଦୁର୍ବୃତ୍ତ

4/11/2020 at 1:27 PM

ଗୁରୁଗ୍ରାମ ୪/୧୧: ହରିୟାଣାର ଗୁରୁଗ୍ରାମରେ ଦୁର୍ବୃତ୍ତମାନେ ଜଣେ ଯୁବତୀଙ୍କୁ ଗୁଳି କରି ଦେଇଛନ୍ତି। ସେକ୍ଟର ୬୫ ଅଞ୍ଚଳରେ ବାଇକରେ ୩ଜଣ ଦୁର୍ବୃତ୍ତ ଆସି ଗାଡ଼ିର ଡ୍ରାଇଭିଂ ସିଟରେ ବସି ଯୁବତୀଙ୍କ ମୁଣ୍ଡରେ ଗୁଳି କରିଥିଲେ। ଯୁବତୀଙ୍କୁ ତୁରନ୍ତ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛି।

କୁହାଯାଉଛି ଯେ ୨୬ବର୍ଷ ବୟସ୍କା ପୂଜା​‌ ଶର୍ମା ବୁଧବାର ଦ୍ବିପ୍ରହର ଗାଡ଼ିର ଡ୍ରାଇଭିଂ ସିଟରେ ବସିଥିଲେ। ସେ ନିଜ ବନ୍ଧୁ ସାଗର ମନଚନ୍ଦାଙ୍କ ସହ ଖାଇବାକୁ ବାହାରିଥିଲେ। ଯୁବତୀଙ୍କ ମୁଣ୍ଡରେ ଦୁର୍ବୃତ୍ତମାନେ ଗୁଳି କରିଥିଲେ। ଗାଡ଼ି ଲୁଟ କରିବାରେ ବିଫଳ ହେବାରୁ ଅଜଣା ଦୁର୍ବୃତ୍ତମାନେ ଗାଡ଼ିରେ ବସିଥିବା ଯୁବକ ଏବଂ ଯୁବତୀଙ୍କ ଉପରକୁ ଗୁଳି ଚଳାଇଥିଲେ। ବର୍ତ୍ତମାନ ମାମଲାର ତଦନ୍ତ ଆରମ୍ଭ ହୋଇଯାଇଛି।

   Related Posts