Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ବନ୍ଧୁକ ମୁନରେ ଲୁଟ୍, ମହିଳାଙ୍କଠାରୁ ୩ ଲକ୍ଷ ୯୭ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

28/06/2019 at 12:55 PM

ରାଉରକେଲା ୨୮|୬: ବନ୍ଧୁକ ମୁନରେ ମହିଳାଙ୍କଠାରୁ ଲୁଟ୍ ହୋଇଛି । ମହିଳାଙ୍କଠାରୁ ୩ ଲକ୍ଷ ୯୭ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ଲ୍ୟାମ୍ପ୍ ମହିଳା କର୍ମଚାରୀଙ୍କଠାରୁ ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ମହିଳା ଜଣଙ୍କ କଲୁଙ୍ଗା ଲ୍ୟାମ୍ପ ଅଫିସରୁ ଟଙ୍କା ନେଇ ଅନ୍ୟ ଏକ ଶାଖାକୁ ସ୍କୁଟିରେ ଯାଉଥିଲେ । ସେହି ସମୟର୍ ବାଇକ୍‌ରେ ଆସି ୩ଜଣ ଦୁର୍ବୃତ୍ତ ଟଙ୍କା ଲୁଟି ନେଇଛନ୍ତି । ଟଙ୍କା ଲୁଟ୍ ନେଇ ବ୍ରାହ୍ମଣୀତରଙ୍ଗ ଥାନାରେ ମାମଲା ରୁଜୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts