Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଗ୍ୟାସ୍ କଟରରେ କାଟି ଏଟିଏମରୁ ଟଙ୍କା ଲୁଟ୍ କଲେ ଦୁର୍ବୃତ୍ତ

25/02/2019 at 10:23 AM

ସୋର ୨୫|୨: ଏଟିଏମ୍ ରୁ ଲୁଟ୍ କଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ୍ ତାଳପଦାଛକରୁ ଏଟିଏମକୁ ଲୁଟେରାମାନଙ୍କୁ ଗ୍ୟାସ୍ କଟର ସାହାଯ୍ୟରେ କାଟି ଲୁଟ୍ କରିଛନ୍ତି । ଇଣ୍ଡିକେସ ଏଟିଏମକୁ କାଟି ଟଙ୍କା ଲୁଟ୍ କରିଛନ୍ତି ଲୁଟେରା ।

ଘଟଣାସ୍ଥଳରେ ଗୋପାଳପୁର ପୋଲିସ ବ୍ୟାଙ୍କ କର୍ତ୍ତୃପକ୍ଷ ପହଞ୍ଚି ତଦନ୍ତ କରୁଛନ୍ତି । ତେବେ ଗତକାଲି ବିଳମ୍ବିତ ରାତିରେ ଲୁଟ୍ ହୋଇଥିବା ସୂଚନା ମିଳିଛି । ତେବେ କେତେ ଲୁଟ୍ ହୋଇଛି ତାହା ସ୍ପଷ୍ଟ ଜଣା ପଡିନାହିଁ।

   Related Posts