Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଏକ୍ସିସ ବ୍ୟାଙ୍କ୍ ଏଟିଏମ୍‌ରୁ ଲୁଟ୍ କଲେ ଦୁର୍ବୃତ୍ତ

27/12/2018 at 3:39 PM

ମାର୍ଶାଘାଇ ୨୭|୧୨:  କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ୍ସିସ ବ୍ୟାଙ୍କ ଏଟିଏମ୍ ଲୁଟ । ଏଟିଏମର ପଛପାଖକୁ ତାଡି ଦୁର୍ବୃତ୍ତମାନେ ଟଙ୍କା ଲୁଟି ଥିବା ସନ୍ଦେହ କରାଯାଉଛି । ତେବେ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଏ ନେଇ ମାର୍ଶାଘାଇ ଥାନାରେ ଅଭିଯୋଗ ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts