Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ଓଡିଶା ଗ୍ରାମ୍ୟ ବ୍ୟାଙ୍କ୍ ପ୍ରତାପପୁର ଶାଖାରୁ ଡକାୟତି

3/01/2019 at 10:43 AM

ବେତନଟୀ ୦୩|୦୧: ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପ୍ରତାପପୁର ଶାଖାରୁ ଡକାୟତି । ବ୍ୟାଙ୍କର ଗ୍ରୀଲ୍ ଭାଙ୍ଗି ଡକାୟତି କରିଛନ୍ତି । ନିକଟରେ ଥିବା ଗ୍ରାମ ପଞ୍ଚାୟତ ଅଫିସର ପିଅନକୁ ବାନ୍ଧି ଦେଇଥିଲେ ଦୁର୍ବୃତ୍ତ । ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଛି ବଡସାହି ପୋଲିସ । ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ ହେଲା । ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ରାସ୍ତାରୋକ କରିଥିଲେ ସ୍ଥାନୀୟ ବାସିନ୍ଦା । ପୋଲିସର ବୁଝାସୁଝା ପରେ ହଟିଲା ରାସ୍ତାରୋକ ।

   Related Posts