Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ନୂଆପଡା ପତୋରା ଯୋଗେଶ୍ବର ମନ୍ଦିରରୁ ତାଲା ଭାଙ୍ଗି ଲୁଟ୍ କଲେ ଦୁର୍ବୃତ୍ତ

14/11/2018 at 10:55 AM

ନୂଆପଡା ୧୪|୧୧:   ନୂଆପଡା ପତୋରା ଯୋଗେଶ୍ବର ମନ୍ଦିରରୁ ତାଲା ଭାଙ୍ଗି ଲୁଟ୍ ହୋଇଛି । ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏହାସହ ମନ୍ଦିରରେ ଥିବା ଶିବ ଓ ପାର୍ବାତୀଙ୍କ ରୂପା ମୁକୁଟ ମଧ୍ୟ ଚୋରି ହୋଇଥିବା ଜଣାପଡିଛି । ୩ ମୁଖା ପିନ୍ଧା ଦୁର୍ବୃତ୍ତ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଧରମବନ୍ଧା ପୋଲିସ ପହଞ୍ଚି ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ ଆରମ୍ଭ କରିଛି ।

   Related Posts