Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ବନ୍ଧୁକ ମୁନରେ ୧୩ଲକ୍ଷ ଟଙ୍କା ଲୁଟ୍, କୁଆଁରମୁଣ୍ଡା ବ୍ଲକ୍ ଅଫିସରେ ପଶି ଟଙ୍କା ଲୁଟିଲେ ଦୁର୍ବୃତ୍ତ

15/10/2019 at 8:37 AM

ରାଉରକେଲା ୧୫।୧୦: ବନ୍ଧୁକ ମୁନରେ ୧୩ ଲକ୍ଷ ଲୁଟ୍ ହୋଇଛି । ସୁନ୍ଦରଗଡ ଜିଲ୍ଲା କୁଆଁରମୁଣ୍ଡା ବ୍ଲକ୍ ଅଫିସରେ ପଶି ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଫାଙ୍କା ଗୁଳିଚାଳନା କରିଥିଲେ ମୁଖାଧାରୀ ୨ ଦୁର୍ବୃତ୍ତ । ବ୍ଲକ୍ ଅଫିସରେ ରଖାଯାଇଥିବା ବାର୍ଦ୍ଧକ୍ୟ ଭତ୍ତାକୁ ଲୁଟି ନେଇଛନ୍ତି । ବ୍ଲକ୍ ଅଫିସରେ ଥିଲେ କ୍ୟାସିୟର ଓ ସିକ୍ୟୁରିଟି ଗାର୍ଡ । ଘଟଣାସ୍ଥଳରେ ପହଞ୍ଚି ବୀରମିତ୍ରପୁର ପୋଲିସର ତଦନ୍ତ ଆରମ୍ଭ କରିଛି ।

   Related Posts