Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ବ୍ୟାଙ୍କ ସମ୍ମୁଖରୁ ଲୁଟ୍, ଗାଡି ଡିକି ଭାଙ୍ଗି ୨ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

12/10/2020 at 3:32 PM

ରାଉରକେଲା ୧୨।୧୦: ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କଠାରୁ ଲୁଟ୍ । ଗାଡି ଡିକି ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, ପେଟ୍ରୋଲ ପମ୍ପ୍ କର୍ମଚାରୀ ପରଂଜିତ ସିଂ କମ୍ପାନୀର ଦୁଇ ଲକ୍ଷ ଟଙ୍କା ଧରି ପ୍ରଥମେ ଏସବିଆଇକୁ ଯାଇଥିଲେ । ସେଠାରେ ଡିପୋଜିଟ୍ ହୋଇନପାରିବାରୁ ଉଦିତନଗର କାନାରା ବ୍ୟାଙ୍କକୁ ଯାଇଥିଲେ ଆରଟିଜିଏସ ହେଉଛି କି ନାହିଁ ବୁଝିବା ପାଇଁ । ଏହି ସମୟରେ ସେ ଗାଡିରେ ଦୁଇ ଲକ୍ଷ ଟଙ୍କା ରଖି ଯାଇଥିଲେ । ବ୍ୟାଙ୍କରୁ ଫେରିଲା ବେଳକୁ ଗାଡି ଡିକି ଭାଙ୍ଗି ଦୁଇ ଲକ୍ଷ ଟଙ୍କା ଲୁଟ୍ ହୋଇଯାଇଥିବା ଦେଖିଥିଲେ । ଖବର ପାଇ ଉଦିତ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି ।

   Related Posts