Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଯୁବକଙ୍କଠୁ ୨୩ ଲକ୍ଷ ୬୮ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

24/01/2020 at 3:59 PM

ଖୋର୍ଦ୍ଧା ୨୪/୧: : ଯୁବକଙ୍କଠୁ ୨୩ ଲକ୍ଷ ୬୮ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ  । ନୂଆ ବସଷ୍ଟାଣ୍ଡ ଆଇସିଆଇସିଆଇ ବ୍ୟାଙ୍କ ନିକଟରୁ ଲୁଟ୍ ହୋଇଛି ।

ବାଇକରେ ଆସି ୨ ଦୁର୍ବୃତ୍ତ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏଲଆଇସି ଅଫିସରୁ ଟଙ୍କା ନେଇ ଫେରୁଥିବା ବେଳେ ବ୍ୟାଗ୍ ନେଇ ଫେରାର୍ ହୋଇଗଲେ ଦୁର୍ବୃତ୍ତ।

   Related Posts