Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶବ୍ୟାପୀ ତ୍ରିରଙ୍ଗା ରାଲି ବାହାର କରିବେ କୃଷକ, ଅଗଷ୍ଟ ୧୫ରେ ପାଳନ କରିବେ ଏହି ଦିବସ
  • ||
  • ଟୋକିଓ ଅଲିମ୍ପିକ୍ସ: ଆଜି ଇତିହାସ ରଚିବାକୁ ଓହ୍ଲାଇବେ ରବି ଦାହିଆ, ପୁରୁଷ ହକି ଉପରେ ବି ରହିବ ନଜର
  • ||
  • ତୃତୀୟ ଲହରକୁ ନେଇ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭକ୍ତଙ୍କ ପାଇଁ ବଡ଼ ଘୋଷଣା, ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର
  • ||
  • ଅଗଷ୍ଟ ୧୬ରୁ ଶ୍ରୀମନ୍ଦିର ଖୋଲିବ
  • ||
  • ଟୋକିଓ ଅଲିମ୍ପିକ୍ସ ହକି ସେମିଫାଇନାଲ୍‌ରେ ହାରିଲା ମହିଳା ଦଳ, ଫାଇନାଲ୍‌କୁ ଉନ୍ନିତ ହେଲା ଆର୍ଜେଣ୍ଟିନା
  • ||
  • ଦେବଗଡ : ହନୁମାନ ପଇସା ରାକେଟ୍ ଠାବ : ୩ ଗିରଫ, ୨ଟି ହନୁମାନ ପଇସା ଜବତ
  • ||
  • ସାଲେପୁର : ସାଲେପୁର ଅଞ୍ଚଳରୁ ବିରଳ ଏଣ୍ଡୁଅ ଉଦ୍ଧାର, ବଦଳାଉଛି ରଙ୍ଗ
  • ||
  • ଢେଙ୍କାନାଳ : ବିକ୍ରି କରୁଥିଲେ ବାରହା ମାଂସ, ୩ ଶିକାରୀଙ୍କୁ ବାନ୍ଧିଲା ବନ ବିଭାଗ
  • ||
  • ଅନୁଗୋଳ : ରେଙ୍ଗାଳି ଡ୍ୟାମ୍‌ରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ, ୭ ନମ୍ବର ଗେଟ୍ ଦେଇ ଜଳ ନିଷ୍କାସିତ
  • ||

ମଙ୍ଗଳାବାଗ ଅଞ୍ଚଳରୁ ମହିଳାଙ୍କଠାରୁ ୫୦ହଜାର ଟଙ୍କା ଲୁଟିନେଲେ ଦୁଇ ଦୁର୍ବୃତ୍ତ

5/08/2020 at 3:43 PM

କଟକ ୫।୮: କଟକ ମଙ୍ଗଳାବାଗ ଅଞ୍ଚଳରୁ ଲୁଟ୍ ଅଭିଯୋଗ । ୫୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଏ ନେଇ ଥାନାରେ ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ ଜଣେ ଅବସରପ୍ରାପ୍ତ ବୟସ୍କା ମହିଳା ଏସ୍‌ସିବି ମେଡିକାଲ ନିକଟ ଏସବିଆଇ ବ୍ୟାଙ୍କରୁ ଟଙ୍କା ଉଠାଇ କିଛି ଖାଦ୍ୟ ସାମଗ୍ରୀ କିଣୁଥିଲେ । ଏହି ସମୟରେ ଦୁଇ ଜଣ ଅଜଣା ଦୁର୍ବୃତ୍ତ ବାଇକ୍ ରେ ଆସି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଖବର ପାଇ ମଙ୍ଗଳାବାଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଲେଖାଯିବା ବେଳକୁ ଦୁର୍ବୃତ୍ତମାନଙ୍କର କୌଣସି ପତ୍ତା ମିଳିନଥିଲା ।

   Related Posts