Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଦିନ ଦ୍ଵିପ୍ରହରରେ ଡାକ୍ତରଙ୍କ ଘରେ ବୁଲାଇଲେ କଳାକନା , ଲକର ଭାଙ୍ଗି ଲୁଟିନେଲେ ୫ଲକ୍ଷ ଟଙ୍କା

21/07/2021 at 3:34 PM

ସୁନ୍ଦରଗଡ ୨୧।୭: ଦିନ ଦ୍ଵିପ୍ରହରରେ ଡାକ୍ତରଙ୍କ ଘରୁ ୫ ଲକ୍ଷ ଟଙ୍କା ଲୁଟ୍ । ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ପୋଷ୍ଟ ଅଫିସ ସମ୍ମୁଖରେ ରହୁଥିବା ଡାକ୍ତରଙ୍କ ଘରୁ ଲୁଟ୍ । କବାଟ ଭାଙ୍ଗିବା ସହ ଲକର ଭାଙ୍ଗି ୫ ଲକ୍ଷ ଟଙ୍କା ଲୁଟ୍ ହୋଇଛି । ଡାକ୍ତର ଆକାଶ ଅଗ୍ରୱାଲ ସୁନ୍ଦରଗଡ ସରକାରୀ ଡାକ୍ତରଖାନାରେ ଦିନ ୧୨ଟାରେ ଡିୟୁଟି ପାଇଁ ଯାଇଥିବା ବେଳେ କିଛି ଦୁବୃର୍ତ୍ତ ତାଙ୍କ ଘରେ ପଶି ୫ ଲକ୍ଷ ଟଙ୍କା ଲୁଟି ନେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଲୁଟେରାଙ୍କୁ ଧରିବା ପାଇଁ ଛାନଭିନ୍ ଚଳାଇଛି ।

   Related Posts