Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବିଳମ୍ବିତ ରାତିରେ ବ୍ୟାଙ୍କ୍ ଲୁଟିଲେ ଦୁର୍ବୃତ୍ତ, ପୋଲିସର ଛାନଭିନ୍

21/09/2021 at 1:56 PM

ସୋର ୨୧।୯: ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରୁ ଲୁଟ୍ ଅଭିଯୋଗ । ସୋମବାର ବିଳମ୍ବିତ ରାତିରେ ଲୁଟ୍ ହୋଇଥିବା ଅଭିଯୋଗ ପରେ ଛାନଭିନ୍ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ସୋର ଥାନା ମାଣିପୁର ବଜାରରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଗ୍ୟାସ୍ କଟର ସାହାଯ୍ୟରେ ତାଲା କାଟି ଲୁଟ୍ କରିଥିବା ଦେଖିବାକୁ ମିଳିଛି । ତେବେ କେତେ ଟଙ୍କା ଲୁଟ୍ ହୋଇଛି ତାହା ଜଣାପଡିନାହିଁ । ଏକ ବର୍ଷ ମଧ୍ୟରେ ୪ ଥର ଲୁଟ୍ ହୋଇଥିବା ବେଳେ ସୁରକ୍ଷାକୁ ନେଇ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଲୁଟ୍ ସମୟରେ ବିଭିନ୍ନ ସାମଗ୍ରୀ ବାହାରେ ଫିଙ୍ଗିଥିବାବେଳେ ସିସିଟିଭି ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି । ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

   Related Posts