Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବଳଦ ବେପାରୀଙ୍କୁ ଆକ୍ରମଣ, ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

11/10/2021 at 10:56 AM

କରଞ୍ଜିଆ ୧୧।୧୦: ବଳଦ ବେପାରୀଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । କରଞ୍ଜିଆ ସିଙ୍ଗଡା ସାପ୍ତାହିକ ହାଟକୁ ଆସୁଥିବା ସମୟରେ ବଳଦ ବେପାରୀଙ୍କୁ ଆକ୍ରମଣ କରି ଲୁଟିନେଲେ ୨ ଲକ୍ଷ ଟଙ୍କା । ରରୁଆଁ ଥାନା ଅନ୍ତର୍ଗତ ସିଙ୍ଗଡା ନିକଟ ଜଙ୍ଗଲ ରାସ୍ତାରେ ହୋଇଛି ଡକାୟତି । ବେପାରୀ ଅମୂଲ୍ୟ ବାରିକଙ୍କୁ ମୁଣ୍ଡ ଆଉ ଗୋଡ଼ରେ ଆକ୍ରମଣ କରି ଲୁଟିନେଲେ ଟଙ୍କା । ଥାନାରେ ଏତଲା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts