Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଇଣ୍ଡିକ୍ୟାଶ୍ ATM ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

23/02/2021 at 11:40 AM

ପଟ୍ଟାମୁଣ୍ଡାଇ ୨୩।୨: ଆଳି ଚଣ୍ଡୀ ବଜାର ଇଣ୍ଡିକ୍ୟାଶ ଏଟିଏମରୁ ଲୁଟ୍ । ସୋମବାର ରାତିରେ ଏଟିଏମ ଭାଙ୍ଗି ଲୁଟି ନେଇଛନ୍ତି ଦୁର୍ବୁତ୍ତ । ତେବେ ଏଟିଏମରୁ କେତେ ଟଙ୍କା ଚୋରି ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଆଳି ପୋଲିସ ଦ୍ବାରା ଏଟିଏମ୍ ଲୁଟ୍ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, ଗତ ୩ ତାରିଖରେ ଗୋଟିଏ ଦିନରେ ଆଳି ଅଞ୍ଚଳରେ ଥିବା ଦୁଇଟି ଏଟିଏମରୁ ୮୩ ଲକ୍ଷ ଟଙ୍କା ଲୁଟିନେଇଥିଲେ ଦୁର୍ବୃତ୍ତ ।  ସେହି ଲୁଟ୍ ଘଟଣାର ପୋଲିସ କୌଣସି ସୁରାକ ପାଇନଥିବା ବେଳେ ପୁଣି ଆଉ ଏକ ଏଟିଏମ୍ ରୁ ଲୁଟ୍ ଘଟଣା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

   Related Posts